Malachi 3:5 — Compare Translations
5 translations compared side by side
Odia - 1840
"ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)