Malachi 3:6 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହବୋ ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୁଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ଗ୍ଭେରି “ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହେବା ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହୋଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।