Malachi 3:9 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅଭିଶାପରେ ଶାପଗ୍ରସ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମୋର ଦ୍ରବ୍ୟ ଗ୍ଭେରି କରିଛ। ତୁମ୍ଭେମାନେ ସମ୍ପୂର୍ଣ୍ଣ ଅଭିଶପ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।