Malachi 4:2 — Compare Translations
5 translations compared side by side
Odia - 1840
"ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦୟକାଳୀନ ସୂର୍ଯ୍ୟର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପରେ ଝକ୍ମକ୍ କରିବ। ଏହା ସୂର୍ଯ୍ୟକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭେମାନେ ବାଛୁରି ସଦୃଶ ଗୁହାଳରୁ ବାହାରି ସ୍ୱାଧୀନ ଓ ସୁଖୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।