Malachi 4:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଦେଖ, ଭବିଷ୍ୟ‌ଦ୍‌ବକ୍ତା ଏଲିୟଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।