Malachi 4:6 — Compare Translations

5 translations compared side by side

Odia - 1840
"ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସମାନଙ୍କେର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ବର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସେମାନଙ୍କର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ୱର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ୱଂସ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।