Mark 1:10 — Compare Translations
7 translations compared side by side
Odia - 1840
"ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ବର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಬಾಲ್ತಿಮ್ ಘೆವ್ನ್ ಪಾನಿಯಾತ್ನಾ ವೈರ್ ಇಬೆ ಹೊತ್ತ್ಯಾ ತನ್ನಾ, ಎಗ್ದಮ್ ಸರ್ಗ ಉಗ್ಡುನ್, ದೆವಾಚೊ ಆತ್ಮೊ ಪಾರಿವಾಳಾಚ್ಯಾ ರುಪಾರ್, ಅಪ್ನಾಚ್ಯಾ ವರ್ತಿ ಉತ್ರುನ್ ಯೆತಲೊ ಜೆಜುನ್ ಬಗಟ್ಲ್ಯಾನ್.