Mark 1:11 — Compare Translations

7 translations compared side by side

Odia - 1840
"ଆକାଶରୁ ବାଣୀ ହେଲା: ହେ ମାହେର ପୁତ୍ର, ମୁଁ ତୁମ୍ଭକୁ ପ୍ ରମେ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଲା; “ତୁମେ ମୋର ପ୍ରିୟ ପୁତ୍ର। ତୁମ ଉପରେ ମୁଁ ଅତ୍ୟନ୍ତ ସନ୍ତୁଷ୍ଟ।”
Odia Bible ERV 2004 (ପବିତ୍ର ବାଇବଲ)
ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸರ್ಗಾವೈನಾ “ತಿಯಾ ಮಾಜೊ ಲೈ ಅಪುರ್‍ಬಾಯೆಚೊ ಲೆಕ್. ಮಾಜ್ಯಾ ಮನಾ ಸರ್ಕೊ” ಮನುನ್ ಮನ್ತಲೊ ಎಕ್ ಧನ್ ಅಯ್ಕೊ ಯೆಲೊ.