Mark 1:13 — Compare Translations
7 translations compared side by side
Odia - 1840
"ଯୀଶୁ ସଠାେରେ ଚାଳିଶ ଦିନ ପର୍ୟ୍ଯନ୍ତ ଉପବାସ ପାର୍ଥନା ସହିତ ରହିଲେ। ସଠାେରେ ସେ ଶୟତାନ ଦ୍ବାରା ପରୀକ୍ଷିତ ହେଲେ। ତା'ପରେ ସ୍ବର୍ଗଦୂତମାନେ ଆସି ଯୀଶୁଙ୍କର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ଵାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେ ଚାଳିଶ ଦିନ ପର୍ଯ୍ୟନ୍ତ ଥିଲେ। ଏହି ସମୟରେ ଶୟତାନ ତାଙ୍କୁ ନାନା ପ୍ରକାର ପରୀକ୍ଷା ପ୍ରଲୋଭନର ସମ୍ମୁଖୀନ କରାଇଥିଲା। ସେଠାରେ ସେ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ରହିଥିଲେ, କିନ୍ତୁ ସ୍ୱର୍ଗଦୂତମାନେ ଆସି ତାଙ୍କର ଯତ୍ନ ନେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା’ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಚಾಳಿಸ್ ದಿಸಾ, ತ್ಯಾ ಮರುಭುಮಿತ್ ಜಿವಾಕ್ ಅಪಾಯ್ ಕರ್ತಲ್ಯಾ ಜನಾವರಾಂಚ್ಯಾ ಮದ್ದಿ ರ್ಹಾಲೊ, ಥೈ ಸೈತಾನ್ ಜೆಜುಕ್ ಪಾಪ್ ಕರಿ ಸರ್ಕೆ ಕರುಕ್ ಕಸ್ರತ್ ಕರ್ತಾ. ಖರೆ, ಸೈತಾನಾಕ್ ಜೆಜುನ್ ಪಾಪ್ ಕರಿ ಸರ್ಕೆ ಕರುಕ್ ಹೊವುಕ್ನಾ. ಮಾನಾ ದೆವಾಚ್ಯಾದುತಾನಿ ಯೆವ್ನ್ ಜೆಜುಚಿ ಸೆವಾ ಚಾಕ್ರಿ ಕರ್ಲ್ಯಾನಿ.