Mark 1:14 — Compare Translations
7 translations compared side by side
Odia - 1840
"ଏହା ପରେ ଯୋହନଙ୍କୁ କାରାଗାର ରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ଵରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ କାରାରୁଦ୍ଧ ହେବା ପରେ ଯୀଶୁ ଗାଲିଲୀକୁ ଯାଇ ଈଶ୍ୱରଙ୍କ ରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗାଲିଲୀରେ ତାଙ୍କର କାର୍ଯ୍ୟ ଆରମ୍ଭ କଲେ ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಕ್ ಬಂಧಿಖಾನ್ಯಾತ್ ಘಾಟಲ್ಲ್ಯಾನಿ, ತನ್ನಾ ಜೆಜು ಗಾಲಿಲಿಯಾಕ್ ಬರಿ ಖಬರ್ ಪರ್ಚಾರ್ ಕರುಕ್ ಗೆಲೊ.