Mark 1:19 — Compare Translations
7 translations compared side by side
Odia - 1840
"ଯୀଶୁ ଗାଲିଲୀ ହ୍ରଦ କୂଳ ରେ ଚାଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜବଦେୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନେ ୗକା ରେ ବସି ମାଛ ଧରିବା ପାଇଁ ଜାଲ ସଜାଡୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଆଉ କିଛି ଦୂର ଆଗକୁ ଯାଇ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନଙ୍କୁ ଦେଖିଲେ। ସେମାନେ ଜାଲ ପକାଇବାକୁ ନିଜ ନୌକାରେ ପ୍ରସ୍ତୁତ ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಥೈತ್ನಾ ಅನಿ ಉಲ್ಲೆ ಫಿಡೆ ಗೆಲೊ, ತನ್ನಾ ತೆಕಾ ಜೆಬೆದೆವಾಚಿ ಪೊರಾ, ಜಾಕೊಬ್ ಅನಿ ತೆಚೊ ಭಾವ್ ಜುವಾಂವ್ ದಿಸ್ಲೆ. ತೆನಿ ಢೊನಿತ್ ಬಸುನ್, ಅಪ್ಲಿ ಜಾಳಿ ಸಮಾ ಕರುಕ್ ಲಾಗಲ್ಲೆ.
Recommended Reading