Mark 1:2 — Compare Translations

7 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତା ଯୀଶାଇୟଙ୍କ ପୁସ୍ତକରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବବାଦୀ ଯିଶାଇୟଙ୍କ ଉକ୍ତି ଅନୁଯାୟୀ “ଈଶ୍ୱର କହିଲେ, ‘ତୁମ ପାଇଁ ପଥ ପରିଷ୍କାର କରିବାକୁ ମୋର ଦୂତଙ୍କୁ ଆଗରୁ ପଠାଇବି।’
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି: “ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Odia IRV 2017 (ଓଡିଆ ବାଇବେଲ)
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಪ್ರವಾದ್ಯಾನ್ ಲಿವಲ್ಲ್ಯಾಸರ್ಕಿ ಅಸೆ ಚಾಲು ಹೊತಾ. “ದೆವ್ ಮನ್ತಾ ‘ಅಬಕ್!’ ಮಿಯಾ ಮಾಜಿ ಖಬರ್ ಸಾಂಗ್ತಲ್ಯಾಕ್ ತುಜೆನ್ಕಿ ಅದ್ದಿ ಧಾಡುನ್ ದಿತಾ, ಅನಿ ತೊ ತುಜಿ ವಾಟ್ ತಯಾರ್ ಕರ್‍ತಾ”