Mark 1:20 — Compare Translations
7 translations compared side by side
Odia - 1840
"ସହେି ଦୁଇ ଭାଇଙ୍କ ସହ, ଡଙ୍ଗା ରେ ସମାନଙ୍କେ ବାପା ଜବଦେୀ ଓ ଅନ୍ୟ ସାହାୟ୍ଯକାରୀ ଶ୍ରମିକମାନେ ଥିଲେ। ସହେି ଦୁଇ ଭାଇଙ୍କୁ ଦେଖିବା ମାତ୍ ରେ ଯୀଶୁ ସମାନଙ୍କେୁ ଆସିବାକୁ ଅନୁ ରୋଧ କଲେ। ସମାନେେ ସମାନଙ୍କେର ବାପା ଓ ଶ୍ରମିକମାନଙ୍କୁ ଛାଡି, ଯୀଶୁଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଦେଖିବା ମାତ୍ରେ ପାଖକୁ ଡ଼ାକିଲେ। ନୌକାରେ ଚାକରମାନଙ୍କ ସହିତ ସେମାନଙ୍କ ପିତା ଜେବଦୀଙ୍କୁ ଛାଡ଼ିଦେଇ ସେମାନେ ଯୀଶୁଙ୍କ ପଛରେ ଚାଲିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೆನಿ ಢೊನಾತ್ ಹೊತ್ತ್ಯಾಕ್ಡೆ ಗೆಲೊ ಅನಿ “ಮಾಜ್ಯಾ ಫಾಟ್ನಾ ಯೆವಾ” ಮನುನ್ ತೆಂಕಾ ಬಲ್ವುಲ್ಯಾನ್. ತನ್ನಾ ತೆನಿ ಅಪ್ನಾಚ್ಯಾ ಬಾಬಾಕ್ ಆಳಾಂಚ್ಯಾ ವಾಂಗ್ಡಾ ಥೈಚ್ ಸೊಡ್ಲ್ಯಾನಿ, ಅನಿ ಜೆಜುಚ್ಯಾ ವಾಂಗ್ಡಾ ಗೆಲ್ಯಾನಿ.