Mark 1:21 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। ବିଶ୍ରାମଦିବସ ରେ ଯୀଶୁ ସମାଜଗୃହକୁ ଯାଇ ସଠାେରେ ଲୋକମାନଙ୍କୁ ଶିକ୍ଷା ଦବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମ ସହରକୁ ଗଲେ ଏବଂ ପରବର୍ତ୍ତୀ ଦିନ ଯୀଶୁ ସମାଜ ଗୃହକୁ ଯାଇ ଶିକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦୁଷ୍ଟାତ୍ମାକୁ ସୁସ୍ଥ କଲେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସ ରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ಕಪರ್ನವ್ ಮನ್ತಲ್ಯಾ ಗಾವಾಕ್ ಗೆಲೆ. ಥೈ ಸಬ್ಬತಾಚ್ಯಾ ದಿಸಿ, ಜೆಜು ಎಕ್ ಸಿನಾಗೊಗಾತ್ ಗೆಲೊ, ಅನಿ ಲೊಕಾಕ್ನಿ ದೆವಾಚ್ಯಾ ವಿಶಯಾತ್ ಶಿಕ್ವುಕ್ಲಾಲೊ