Mark 1:22 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିକ୍ଷା ଶୁଣି ସଠାେକାର ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ଯୀଶୁ ସମାନଙ୍କେୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦଇେ ଜଣେ ଅଧିକାର ପାଇଥିବା ବ୍ଯକ୍ତିଙ୍କ ଭଳି ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଶିକ୍ଷା ଶୁଣି ଲୋକେ ଆଚମ୍ବିତ ହେଲେ; କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଜଣେ କ୍ଷମତାପନ୍ନ ବ୍ୟକ୍ତିଙ୍କ ପରି ଶିକ୍ଷା ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ಗೊಸ್ಟಿಯಾ, ಎವ್ಡೆ ಬರೆ ಸಾಂಗ್ತಲೆ ಆಯ್ಕುನ್, ಲೊಕಾ ಅಜಾಪ್ ಹೊಲಿ. ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ತೆಂಚ್ಯಾ ಖಾಯ್ದೆ ಸಿಕ್ವುತಲ್ಯಾ ಲೊಕಾಂಚ್ಯಾ ಸರ್ಕೆ ಶಿಕ್ವಿನಸಿ, ಎಕ್ ಅದಿಕಾರ್ ಹೊತ್ತ್ಯಾ ಮಾನ್ಸಾ ಸರ್ಕೆ ಶಿಕ್ವುಲಾಗಲ್ಲೊ.