Mark 1:24 — Compare Translations
7 translations compared side by side
Odia - 1840
" ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭକୁ ଧ୍ବଂସ କରିଦବୋକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ବ୍ଯକ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ନାଜରିତୀୟ ଯୀଶୁ, ଆମ ସହିତ ତୁମର କି ସମ୍ପର୍କ? ତୁମେ କ’ଣ ଆମକୁ ଧ୍ୱଂସ କରିବାକୁ ଏଠାକୁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କଠାରୁ ଆଗତ ସେହି ପବିତ୍ର ବ୍ୟକ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಕ್ ಬಗುನ್ “ನಜರೆತಾಚ್ಯಾ ಜೆಜು! ತಿಯಾ ಅಮ್ಚ್ಯಾ ಖಬ್ರೆಕ್ ಕಶ್ಯಾಕ್ ಯೆಲೆ? ಅಮ್ಕಾ ನಾಸ್ ಕರುಕ್ ಮನುನ್ ಯೆಲೆ ಕಾಯ್? ತಿಯಾ ಕೊನ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ತಿಯಾ ದೆವಾಕ್ನಾ ಯೆಲ್ಲೊ ಎಕ್ಲೊ ಪವಿತ್ರ್” ಮನುನ್ ಬೊಬ್ ಮಾರ್ಲ್ಯಾನ್.