Mark 1:27 — Compare Translations
7 translations compared side by side
Odia - 1840
"ଏହା ଦେଖି ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଏଠା ରେ କ'ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି। ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ଯ ଆଜ୍ଞା ଦେଉଛି ଓ ଭୂତମାନେ ତା' କଥା ମାନୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ଲୋକମାନେ ଏତେ ଆଶ୍ଚର୍ଯ୍ୟାନ୍ୱି ହେଲେ ଯେ ପରସ୍ପର କୁହାକୁହି ହେଲେ, “ଏହା କ’ଣ? ଏହା କ’ଣ ଏକ ନୂଆ ଧରଣର ଶିକ୍ଷା? ଭୂତପ୍ରେତଙ୍କୁ ଆଦେଶ ଦେବା ପାଇଁ ଏହି ବ୍ୟକ୍ତିଙ୍କ ଅଧିକାର ଅଛି ଏବଂ ସେମାନେ ତାଙ୍କର ଆଦେଶ ପାଳନ କରୁଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಲೊಕಾ ಹೆ ಬಗುನ್ ಅಜಾಪ್ ಹೊಲಿ, ಅನಿ " ಹೆ ಕಾಯ್? ಹ್ಯೊ ಮಾನುಸ್ ಅದಿಕಾರ್ಯಾನ್ ಭರಲ್ಲ್ಯಾ ನ್ಹವ್ಯಾಚ್ ರಿತಿನ್ ಶಿಕ್ವುತಾ! ಅನಿ ಗಿರೆ ಸೈತ್, ತೆನಿ ಸಾಂಗಟಲ್ಲೆ ಸಗ್ಳೆ ಆಯಿಕ್ತ್ಯಾತ್. ಮನುನ್ ಎಕಾಮೆಕಾಕ್ನಿ ಬೊಲುಕ್ಲಾಲ್ಯಾನಿ.