Mark 1:28 — Compare Translations
7 translations compared side by side
Odia - 1840
"ତେଣୁ ଯୀଶୁଙ୍କ ବିଷୟ ରେ ଗାଲିଲୀ ଅଞ୍ଚଳର ଚାରିଆଡେ ଖୁବ୍ ଶୀଘ୍ର ଖବର ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ତତ୍କ୍ଷଣାତ୍ ଗାଲିଲୀର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଗାଲିଲୀ ପ୍ରଦେଶର ଚତୁର୍ଦ୍ଦିଗରେ ଯୀଶୁଙ୍କର ସୁଖ୍ୟାତି ଅତି ଶୀଘ୍ର ବ୍ୟାପିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ಜೆಜುಚಿ ಖಬರ್ ಗಾಲಿಲಿಯಾ ಪ್ರಾಂತ್ಯಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಜಾವ್ನ್ ಪಾವ್ಲಿ.