Mark 1:29 — Compare Translations

7 translations compared side by side

Odia - 1840
"ତା'ପରେ ସମାନେେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମାନେ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାକୁବ, ଯୋହନ ଓ ଅନ୍ୟ ଶିଷ୍ୟମାନଙ୍କ ସହିତ ଯୀଶୁ ସମାଜ ଗୃହ ଛାଡ଼ି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକଙ୍କୁ ସୁସ୍ଥ କଲେ ତା’ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଅାନ୍ଦ୍ରିୟଙ୍କ ଗୃହକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ, ಸಿನಾಗೊಗಾತ್ನಾ ಬಾಯ್ರ್ ಪನ್, ಸಿಮಾವ್ ಅನಿ ಅಂದ್ರುಚ್ಯಾ ಘರಾಕ್ ಗೆಲೆ. ಜಾಕೊಬ್ ಅನಿ ಜುವಾಂವ್ ಬಿ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತೆ.