Mark 1:3 — Compare Translations

7 translations compared side by side

Odia - 1840
"ମରୁଭୂମିରେ ଜଣେ ପାଟିକରି କହୁଛି; 'ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।'ଯୀଶାଇୟ 40:3"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର,
Odia BSI (ପବିତ୍ର ବାଇବଲ (CL) NT (BSI))
“ମରୁ ପ୍ରାନ୍ତରରେ ଜଣେ କେହି ଉଚ୍ଚସ୍ୱରରେ କହୁଛନ୍ତି, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର; ତାଙ୍କର ଯାତ୍ରା ନିମନ୍ତେ ପଥ ସରଳ କର’।”
Odia Bible ERV 2004 (ପବିତ୍ର ବାଇବଲ)
“ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಕ್ ಎಕ್ ವಾಟ್ ತಯಾರ್ ಕರಾ, ತೆಕಾ ಯೆವ್ಕ್ ವಾಟ್ ನಿಟ್ ಕರಾ!. ಅಶೆ ಮನುನ್‍ ಡಂಗ್ಳಿತ್ ಎಕ್ ಮಾನುಸ್ ಬೊಬ್ ಮಾರ್‍ತಲೆ ಆಯ್ಕೊ ಯೆತಾ! ಮನುನ್