Mark 1:30 — Compare Translations

7 translations compared side by side

Odia - 1840
"ଶିମାନଙ୍କେ ଶାଶୁ ଜ୍ବର ରେ ପୀଡିତ ହାଇେ ବିଛଣା ରେ ପଡି ଥିଲେ। ତେଣୁ ସଠାେରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟ ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ପହଞ୍ଚିବାମାତ୍ରେ ସେ ଶୁଣିଲେ ଯେ ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଶାୟୀ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವಾಚಿ ಮಾಮಿ ತಾಪ್ ಯೆವ್ನ್ ಹಾತ್ರಾನಾತ್ ನಿಜಲ್ಲಿ, ಥೈ ಜಾವ್ನ್ ಪಾವಲ್ಲ್ಯಾ ತನ್ನಾಚ್, ಲೊಕಾನಿ ಜೆಜುಕ್ ಹಿ ಖಬರ್ ಸಾಂಗಟ್ಲ್ಯಾನಿ.