Mark 1:37 — Compare Translations

7 translations compared side by side

Odia - 1840
"ସମାନେେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, ଲୋକେ ତୁମ୍ଭକୁ ଖୋଜୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ଵେଷଣ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ଯାଇ ସେମାନେ କହିଲେ, “ସମସ୍ତେ ଆପଣଙ୍କୁ ଖୋଜୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସାକ୍ଷାତ୍ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಹೊತ್ತ್ಯಾಕ್ಡೆ ಯೆವ್ನ್ ಪಾವ್ಲಿ, ಅನಿ “ಸಗ್ಳೆ ಜಾನಾ ತುಜಿ ವಾಟ್ ಬಗುನ್ಗೆತ್ ಹಾತ್” ಮನುನ್ ಮಟ್ಲ್ಯಾನಿ.