Mark 1:38 — Compare Translations

7 translations compared side by side

Odia - 1840
"ଏହା ଶୁଣି ଯୀଶୁ କହିଲେ, ଆମ୍ଭମାନେେ ଅନ୍ୟ ନିକଟବର୍ତ୍ତୀ ନଗରକୁ ୟିବା ଉଚିତ ଯେପରି ମୁଁ ସଠାେରେ ସମାନଙ୍କେୁ ମଧ୍ଯ ଉପଦେଶ ଦଇେ ପାରିବି। ମୁଁ କବଳେ ଏଥିପାଇଁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ନିକଟବର୍ତ୍ତୀ ଅନ୍ୟାନ୍ୟ ଗ୍ରାମଗୁଡ଼ିକୁ ଆମକୁ ଯିବାକୁ ହେବ। ମୁଁ ସେଠାରେ ମଧ୍ୟ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଛି।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍‍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಅಮಿ ಹಿತ್ಲ್ಯಾ ಅಜು-ಬಾಜುಚ್ಯಾ ಗಾವಾಕ್ನಿ ಜಾವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್, ಥೈಬಿ ಮಿಯಾ ದೆವಾಚಿ ಬರಿ ಖಬರ್ ಸಾಂಗುಕ್ ಪಾಜೆ; ತೆಚೆ ಸಾಟಿಚ್ ಮಿಯಾ ಯೆಲಾ” ಮನುನ್ ಜಬಾಬ್ ದಿಲ್ಯಾನ್.