Mark 1:4 — Compare Translations

7 translations compared side by side

Odia - 1840
"ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସମାନଙ୍କେୁ କହିଲେ, ତୁମ୍ଭମାନେେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଚାହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ସମାନଙ୍କେର ପାପଗୁଡିକୁ କ୍ଷମା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନରବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଅନୁସାରେ ଯୋହନ ମରୁପ୍ରାନ୍ତରକୁ ଆସି ପ୍ରଚାର କଲେ ଏବଂ ଜଳଦୀକ୍ଷା ଦେବାକୁ ଲାଗିଲେ। ସେ ଲୋକମାନଙ୍କୁ କହୁଥିଲେ, “ନିଜ ନିଜର ପାପ ପ୍ରତି ବିମୁଖ ହୁଅ ଏବଂ ଜଳଦୀକ୍ଷା ଗ୍ରହଣ କର। ତାହାହେଲେ ଈଶ୍ୱର ତୁମର ପାପ କ୍ଷମା କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା’ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಪ್ರವಾದ್ಯಾನ್ ಅಪ್ನಾಚ್ಯಾ ಪುಸ್ತಕಾತ್ ಲಿವಲ್ಲ್ಯಾ ಬಾಸೆನ್. ಜುವಾಂವ್ ಎಕ್ ಮರುಭುಮಿತ್ ದಿಸುನ್ “ತುಮ್ಚೆ ಪಾಪಾಚೆ ಜಿವನ್ ಬದ್ಲಾ ಅನಿ ಬಾಲ್ತಿಮ್ ಘೆವಾ, ಅನಿ ದೆವ್ ತುಮ್ಚೆ ಪಾಪ್ ಮಾಪ್ ಕರ್‍ತಾ” ಮನುನ್ ಲೊಕಾಕ್ನಿ ಸಾಂಗುನ್ಗೆತ್ ಬಾಲ್ತಿಮ್ ದಿವ್ಕ್ ಲಾಗಲ್ಲೊ.