Mark 1:40 — Compare Translations

7 translations compared side by side

Odia - 1840
"ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଜାନୁ ପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ କୁଷ୍ଠରୋଗୀ ଯୀଶୁଙ୍କ ନିକଟକୁ ଆସିଲା। ନତଜାନୁ ହୋଇ ସେ ବିନତି କରି କହିଲା, “ଆପଣ ଚାହିଁଲେ ମୋତେ ଶୁଚି କରିଦେଇ ପାରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ କୁଷ୍ଠରୋଗୀକୁ ଯୀଶୁ ସୁସ୍ଥ କଲେ ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, "ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಎಕ್ ಕುಸ್ಟ್ ರೊಗ್‍ ಲಾಗಲ್ಲೊ ಮಾನುಸ್ ಜೆಜುಚ್ಯಾ ಪಾಂಯಾತ್ ಡೊಗ್ಲಾ ಘಾಲುನ್ “ಜೆಜು ತಿಯಾ ಮನ್ ಕರ್ಲ್ಯಾರ್, ಮಾಕಾ ಗುನ್ ಕರುಕ್ ಹೊತಾ” ಮನುನ್ ರಡುಲಾಲೊ.