Mark 1:44 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭ ପାଇଁ ଯାହା କଲି ସହେି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦହେ ଦଖାେଅ। ତୁମ୍ଭେ ସୁସ୍ଥ ହାଇେ ଥିବାରୁ ମାଶାଙ୍କେ ଆଜ୍ଞା ଅନୁସାରେ, ପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କର। ତୁମ୍ଭେ ସୁସ୍ଥ ହାଇେ ଯାଇଛ ବୋଲି ଲୋକମାନଙ୍କ ଆଗ ରେ ପ୍ରମାଣ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣ, ଏକଥା କାହାକୁ କୁହ ନାହିଁ କିନ୍ତୁ ଧର୍ମଯାଜକଙ୍କ ନିକଟକୁ ଯାଅ। ସେ ତୁମକୁ ପରୀକ୍ଷା କରି ଦେଖନ୍ତୁ। ତା’ପରେ ତୁମେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛ ବୋଲି ଅନ୍ୟମାନଙ୍କ ନିକଟରେ ପ୍ରମାଣିତ କରିବା ପାଇଁ ମୋଶାଙ୍କ ନିର୍ଦ୍ଦେଶ ଅନୁଯାୟୀ ବଳି ଉତ୍ସର୍ଗ କର।” ଏହା କହି ଯୀଶୁ ତାକୁ ସଙ୍ଗେ ସଙ୍ଗେ ପଠାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”
Odia IRV 2017 (ଓଡିଆ ବାଇବେଲ)
ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହି ସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ “ಮಿಯಾ ತುಕಾ ಗುನ್ ಕರಲ್ಲ್ಯಾ ವಿಶಯಾತ್ ಕೊನಾಕ್ಬಿ ಸಾಂಗುನಕೊ, ಸಿದಾ ಯಾಜಕಾಂಚಾಕ್ಡೆ ಜಾ, ಅನಿ ತುಜೆ ಆಗ್ ತೆಂಕಾ ದಾಕ್ವು. ತಿಯಾ ಗುನ್ ಹೊಲ್ಲ್ಯಾಸಾಟಿ, ಮೊಯ್ಜೆಚ್ಯಾ ಖಾಯ್ದ್ಯಾತ್ನಿ ಸಾಂಗಲ್ಲ್ಯಾ ಸರ್ಕೆ, ದೆವಾಚಿ ದೆನ್ಗಿ ದಿ, ಹೆ ತಿಯಾ ಗುನ್ ಹೊಲೆ ಮನುನ್ ಸಗ್ಳ್ಯಾಕ್ನಿ ಎಕ್ ವಳಕ್ ಹೊಂವ್ದಿ” ಮನುನ್ ತಾಕಿತ್ ದಿವ್ನ್ ಧಾಡ್ಲ್ಯಾನ್.