Mark 1:45 — Compare Translations

7 translations compared side by side

Odia - 1840
"ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଲୋକଟି ସେଠାରୁ ଚାଲିଯାଇ ଏହି କଥା ଚାରିଆଡ଼େ ରାଷ୍ଟ୍ର କରିଦେଲା। ସେ ଏହି ବିଷୟରେ ଏତେ କହି ବୁଲିଲା ଯେ, ଯୀଶୁ ପ୍ରକାଶ୍ୟରେ କୌଣସି ସହର ଭିତରକୁ ଯାଇ ପାରିଲେ ନାହିଁ। ତେଣୁ ସେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ତଥାପି ସବୁଆଡ଼ୁ ଲୋକମାନେ ତାଙ୍କ ନିକଟକୁ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ಥೈತ್ನಾ ಗೆಲೊ, ಅನಿ ಸಗ್ಳ್ಯಾಕ್ಡೆ ಹಿ ಖಬರ್ ಸಾಂಗುನ್ಗೆತ್ ಗೆಲೊ. ತಸೆ ಮನುನ್ ಜೆಜುಕ್, ಖಲ್ಯಾಬಿ ಗಾಂವಾತ್ ಬಹಿರಂಗ್ ಫಿರುಕ್ ಹೊವುಕ್ನಾ. ತೆಕಾ ಕೊನ್ ಲೊಕಾ ನಸಲ್ಲೆ ಜಾಗೆ ಬಗುನ್, ರ್‍ಹಾತಲೆ ಪಡ್ಲೆ. ಜಾಲ್ಯಾರ್‍ಬಿ ಸಗ್ಳ್ಯಾಕ್ನಾ ಲೊಕಾ ಜೆಜುಕ್ಡೆ ಯೆಂವ್ಗೆತುಚ್ ಹೊತ್ತಿ.