Mark 1:5 — Compare Translations
7 translations compared side by side
Odia - 1840
"ୟିହୂଦା ଓ ୟିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ବୀକାର କରି ୟର୍ଦ୍ଦନ ନଦୀ ରେ ସମାନେେ ଯୋହନଙ୍କ ଦ୍ବାରା ବାପ୍ତିଜିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମଗ୍ର ଯିହୁଦା ପ୍ରଦେଶ ଓ ସମସ୍ତ ଯିରୂଶାଲମନିବାସୀ ବାହାରି ତାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ଵୀକାର କରି ତାଙ୍କ ଦ୍ଵାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୂଦା ପ୍ରଦେଶ ଓ ଯିରୂଶାଲମ ସହରକୁ ବହୁ ଲୋକ ଯୋହନଙ୍କ ପ୍ରଚାର ଶୁଣିବା ପାଇଁ ଆସିଲେ। ସେମାନେ ନିଜ ନିଜ ପାପ ସ୍ୱୀକାର କଲେ ଏବଂ ଯୋହନ ସେମାନଙ୍କୁ ଯର୍ଦ୍ଦନ ନଦୀରେ ଜଳଦୀକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମଗ୍ର ଯିହୂଦା ପ୍ରଦେଶ ଓ ସମସ୍ତ ଯିରୂଶାଲମ ନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆಯಾ ಮನ್ತಲ್ಯಾ ಪ್ರಾಂತ್ಯಾಚ್ಯಾ ಸಾಂದಿ-ಮುಲ್ಲ್ಯಾನಿತ್ನಾ, ಅನಿ ಜೆರುಜಲೆಮಾತ್ನಾ ಲೈ ಲೊಕಾ ಜುವಾಂವಾಕ್ಡೆ ಯೆವ್ನ್, ಅಪ್ನಾಚ್ಯಾ ಸಗ್ಳ್ಯಾ ಚುಕಾ ಒಳ್ಕುನ್ ಘೆವ್ನ್, ಜೊರ್ದಾನ್ ನ್ಹಯ್ತ್, ಜುಂವಾವಾಕ್ನಾ ಬಾಲ್ತಿಮ್ ಘೆವ್ಲಾಗಲ್ಲಿ.