Mark 1:6 — Compare Translations
7 translations compared side by side
Odia - 1840
"ଯୋହନ ଓଟ ଲୋମ ରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଚାରିପଟେ ଗୋଟିଏ ଚମଡାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଓଟ ଲୋମର ପୋଷାକ ପରିଧାନ କରୁଥିଲେ ଏବଂ କଟିଦେଶରେ ଚର୍ମପଟୁକା ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୂ ତାଙ୍କର ଖାଦ୍ୟ ଥିଲା। ସେ ଲୋକମାନଙ୍କ ନିକଟରେ ଘୋଷଣା କରୁଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವ್ ಒಂಟೆಚ್ಯಾ ಕೆಸಾನಿ ಕರಲ್ಲ್ಯಾ ಫಾಳಿಯಾ ನೆಸಿ, ಅನಿ ಕಂಬ್ರೆಕ್ ಚಮ್ಡ್ಯಾಚೊ ಪಟ್ಟೊ ಲಪ್ಟುನ್ ಘೆಯ್, ಅನಿ ಟುಪ್ಪುನ್ಯಾ ಅನಿ ಮಾಂವ್ ಖಾವ್ನ್ ತೊ ಜಿವನ್ ಕರಿ.