Mark 1:7 — Compare Translations
7 translations compared side by side
Odia - 1840
"ଯୋହନ ଲୋକମାନଙ୍କ ଆଗ ରେ ଘାଷେଣା କରୁଥଲେ: ମାେ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡି ବସି ତାହାଙ୍କର ୟୋତା ଖାଲିବୋ ପାଇଁ ମଧ୍ଯ ଯୋଗ୍ଯ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଘୋଷଣା କରି କହିବାକୁ ଲାଗିଲେ, ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେଉଁବ୍ୟକ୍ତି ମୋ’ ପରେ ଆସିବେ, ସେ ମୋ’ଠାରୁ ମହାନ୍। ଅବନତ ହୋଇ ତାଙ୍କ ପାଦୁକାର ବନ୍ଧନ ଖୋଲିବା ପାଇଁ ମଧ୍ୟ ମୁଁ ଅଯୋଗ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜೆನ್ಕಿ ಲೈ ಬಳ್ಹೊತ್ತೊ, ಎಕ್ಲೊ ಯೆತಲೊ ಹಾಯ್. ಡೊಗ್ಲಾ ಘಾಲುನ್ ತೆಚ್ಯಾ ಪಾಂಯಾತ್ಲ್ಯಾ ವ್ಹಾನಾಂಚಿ ನಾಡಿ ಸೊಡ್ತಲಿ ಸೈತ್ ಮಾಜಿ ಮರ್ಯಾದ್ ನ್ಹಯ್.