Mark 1:9 — Compare Translations
7 translations compared side by side
Odia - 1840
"ସହେି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଗୋଟିଏ ସହର ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ୟର୍ଦ୍ଦନ ନଦୀ ରେ ବାପ୍ତିସ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯୀଶୁ ଗାଲିଲୀ ପ୍ରଦେଶର ନାଜରିତରୁ ଆସି ଯୋହନଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ଜଳଦୀକ୍ଷା ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾತ್ನಿ, ಎಕ್ ದಿಸ್ ಜೆಜು ಗಾಲಿಲಿಯಾ ಪ್ರಾಂತ್ಯಾತ್ಲ್ಯಾ, ನಜರೆತ್ ಮನ್ತಲ್ಯಾ ಗಾವಾತ್ನಾ, ಜುವಾಂವ್ ಹೊತ್ತ್ಯಾಕಡೆ, ಯೆವ್ನ್ ಪಾವ್ಲೊ. ಜುವಾಂವಾಕ್, ಜೆಜುಕ್ ಜೊರ್ದಾನ್ ನ್ಹಯ್ತ್ ಬಾಲ್ತಿಮ್ ದಿಲ್ಯಾನ್.