Mark 10:13 — Compare Translations
7 translations compared side by side
Odia - 1840
"ପୁଣି ଲୋକମାନେ ଯୀଶୁଙ୍କୁ ପାଖକୁ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦଇେ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ବାରଣ କଲେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କରିବା ପାଇଁ କେତେକ ଲୋକ ଶିଶୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାମାନଙ୍କୁ ଯୀଶୁ ଗ୍ରହଣ କଲେ ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೊಡ್ಯಾನಿ ಜೆಜು ಅಪ್ನಾಚ್ಯಾ ಪೊರಾಂಚ್ಯಾ ವರ್ತಿ ಹಾತ್ ಥವ್ಕ್ ಮನುನ್ ತೆಂಚ್ಯಾ ಪೊರಾಕ್ನಿ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ, ಖರೆ ಶಿಸಾನಿ ತೆಂಕಾ ಅಡ್ವುಲ್ಯಾನಿ.