Mark 10:14 — Compare Translations

7 translations compared side by side

Odia - 1840
"ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, େଛାଟ େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ପରମେଶ୍ବରଙ୍କ ରାଜ୍ଯ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଲୋକମାନଙ୍କୁ ଶିଷ୍ୟମାନେ ତିରସ୍କାର କରୁଥିବା ଦେଖି, ଯୀଶୁ ଶିଷ୍ୟମାନଙ୍କ ଉପରେ ବିରକ୍ତ ହୋଇ କହିଲେ, “ପିଲାମାନଙ୍କୁ ମୋ’ ନିକଟକୁ ଆସିବାକୁ ଦିଅ; ସେମାନଙ୍କୁ ବାଧା ଦିଅ ନାହିଁ, କାରଣ ଶିଶୁମାନଙ୍କ ପରି ଲୋକମାନେ ସ୍ୱର୍ଗରାଜ୍ୟ ଅଧିକାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଛୋଟ ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ପରମେଶ୍ୱରଙ୍କ ରାଜ୍ୟ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗುನ್ ಜೆಜು ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವರ್‍ತಿ ರಾಗ್ ಹೊಲೊ ಅನಿ “ಪೊರಾಕ್ನಿ ಮಾಜೆಕ್ಡೆ ಯೆವ್ಕ್ ಸೊಡಾ, ತೆಂಕಾ ಅಡ್ವುನಕಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚೆ ರಾಜ್ ಅಸ್ಲ್ಯಾಂಚೆಚ್,”