Mark 10:15 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଗୋଟିଏ େଛାଟ ପିଲା ସରଳ ମନ ରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ କରିବା ଉଚିତ ନଚତେ ତୁମ୍ଭେ ସଠାେରେ କବେେ ହେଲେ ପ୍ରବେଶ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ମୁଁ ନିଶ୍ଚିତ ଭାବରେ କହୁଛି ଯେ, ଶିଶୁ ପରି ଜଣେ ଈଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବାକୁ ପ୍ରସ୍ତୁତ ନ ହେଲେ, ସେ ସେଥିରେ ପ୍ରବେଶ କରିପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ ಮಿಯಾ ತುಮ್ಕಾ ಸಾಂಗ್ತಾ “ಎಕ್ ಪೊರಾಂಚ್ಯಾ ಬಾಸೆನ್, ಬರ್ಯಾ ಮನಾನ್ ಜೆ ಕೊನ್ ದೆವಾಚೆ ರಾಜ್ ಸ್ವಿಕಾರ್ ಕರಿನಾ, ತೊ ಕನ್ನಾಚ್ ದೆವಾಚ್ಯಾ ರಾಜಾತ್ ಜಾವ್ನ್ ಪಾವುಕ್ ಹೊಯ್ನಾ” ಮನುನ್ ಸಾಂಗ್ಲ್ಯಾನ್.