Mark 10:19 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡିକ ଜାଣିଛ: ହତ୍ଯା କର ନାହିଁ, ବ୍ଯଭିଗ୍ଭର କର ନାହିଁ, ଚୋରି କର ନାହିଁ, ମିଥ୍ଯା ସାକ୍ଷ୍ଯ ଦିଅ ନାହିଁ, ଠକ ନାହିଁ, ଆପଣା ବାପା ମାଆଙ୍କୁ ଆଦର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଶାସ୍ତ୍ରର ଆଜ୍ଞା ସବୁ ଜାଣିଛ - ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ ଚୋରି କର ନାହିଁ, ପ୍ରତାରଣା କର ନାହିଁ, ପିତାମାତାଙ୍କୁ ସମାଦର କର।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡ଼ିକ ଜାଣିଛ: ହତ୍ୟା କର ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଠକ ନାହିଁ, ଆପଣା ବାପା-ମାଙ୍କୁ ଆଦର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”
Odia IRV 2017 (ଓଡିଆ ବାଇବେଲ)
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ಖಾಯ್ದೆ ಗೊತ್ತ್ ಹಾತ್; ಜಿವಾನಿ ಮಾರುನಕೊ, ವೆಭಿಚಾರ್ ಕರುನಕೊ, ಚೊರುನಕೊ, ಅನಿ ಎಕ್ಲ್ಯಾವರ್ತಿ ಝುಟೆ ಅಪ್ವಾದ್ ಘಾಲುನಕೊ, ಮೊಸ್ ಕರುನಕೊ, ಅನಿ ತುಜ್ಯಾ ಬಾಯ್-ಬಾಬಾಕ್ ಮಾನ್ ದಿ.”