Mark 10:2 — Compare Translations
7 translations compared side by side
Odia - 1840
"କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ଭୁଲ ଧରିବା ପାଇଁ ଚେଷ୍ଟାକଲେ। ସମାନେେ ଯୀଶୁଙ୍କୁୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଜଣେ ପୁରୁଷ ତାର ସ୍ତ୍ରୀକୁ ଛାଡପତ୍ର ଦବୋ କ'ଣ ଆଇନ ସଙ୍ଗତ କାର୍ୟ୍ଯ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
Odia BSI (ପବିତ୍ର ବାଇବଲ (CL) NT (BSI))
କେତେଜଣ ଫାରୁଶୀ ତାଙ୍କ ନିକଟକୁ ଆସି ତାଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେମାନେ କହିଲେ, “ଆମ ଶାସ୍ତ୍ର ବ୍ୟବସ୍ଥା ଅନୁଯାୟୀ ଜଣେ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଇପାରିବ କି?”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କ ଭୁଲ୍ ଧରିବା ପାଇଁ ଚେଷ୍ଟା କଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଜଣେ ପୁରୁଷ ତା’ର ସ୍ତ୍ରୀକୁ ଛାଡ଼ପତ୍ର ଦେବା କ’ଣ ଆଇନ ସଙ୍ଗତ କାର୍ଯ୍ୟ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಉಲ್ಲಿ ಫಾರಿಜೆವಾ ಯೆವ್ನ್, ಜೆಜುಚಿ ಪರಿಕ್ಷಾ ಕರುಕ್ ಮನುನ್ “ಎಕ್ ಘೊಮನ್ಸಾನ್ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡ್ತಲ್ಯಾ ವಿಶಯಾತ್ ಅಮ್ಚೊ ಖಾಯ್ದೊ ಕಾಯ್ ಸಾಂಗ್ತಾ?” ಮನುನ್ ತೆಕಾ ಇಚಾರ್ಲ್ಯಾನಿ.