Mark 10:20 — Compare Translations
7 translations compared side by side
Odia - 1840
"ସହେି ଲୋକ ଯୀଶୁଙ୍କୁ କହିଲା, ଗୁରୁ, ମୁଁ ମାେ ପିଲାଦିନୁ ଏହି ସବୁ କଥା ମାନି ଚଳୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହିସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି କହିଲା, “ପ୍ରଭୁ! ମୋ’ ବାଲ୍ୟକାଳରୁ ଏସବୁ ଆଜ୍ଞା ପାଳନ କରି ଆସିଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ଯୀଶୁଙ୍କୁ କହିଲା, “ଗୁରୁ, ମୁଁ ମୋ’ ପିଲାଦିନୁ ଏହିସବୁ କଥା ମାନି ଚଳୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಾನ್ಸಾನ್ “ಗುರುಜಿ, ಮಿಯಾ ಬಾರಿಕ್ ಅಸ್ತಾನಾಚ್ಯಾನ್ ಹೆ ಸಗ್ಳೆ ಖಾಯ್ದೆ ಪಾಳುನ್ಗೆತ್ ಹಾಂವ್,” ಮಟ್ಲ್ಯಾನ್.