Mark 10:22 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହାଇଗେଲା। ସେ ମନ ଦୁଃଖ ରେ ଫରେିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତାର ଧନ ନିଜ ପାଖ ରେ ରଖିବାକୁ ଚାହୁଁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହି କଥାରେ ତାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ଶୁଣିବାକ୍ଷଣି ସେହି ଲୋକର ମୁହଁରେ ବିଷାଦର ଛାୟା ଘୋଟିଗଲା ଏବଂ ସେ ଦୁଃଖରେ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା’ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ತೆಚೆ ತೊಂಡ್ ಬಾಡ್ಲೆ, ಅನಿ ತೊ ಬೆಜಾರಾನ್ ಥೈತ್ನಾ ಗೆಲೊ. ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಲೈ ಸಾವ್ಕಾರ್ ಹೊತ್ತೊ.