Mark 10:24 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ କଥା ଶୁଣି ଶିଷ୍ଯମାନେ ଆଶ୍ଚର୍ୟ୍ଯ ହାଇଗେଲେ, କିନ୍ତୁ ଯୀଶୁ ସମାନଙ୍କେୁ ପୁଣି କହିଲେ, ହେ ମାରେ ପିଲାମାନେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ପ୍ରକୃତ ରେ କଡେେ କଠିନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ଶିଷ୍ୟମାନେ ବିସ୍ମିତ ହେଲେ। କିନ୍ତୁ ଯୀଶୁ ପୁଣି କହିଲେ, “ବତ୍ସଗଣ, ବାସ୍ତବିକ୍ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟସାଧ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಶೆ ಮಟಲ್ಲೆ ಆಯ್ಕುನ್ ಶಿಸಾ ಅಜಾಪ್ ಹೊಲಿ. ಅನಿಬಿ ಜೆಜುನ್ “ಮಾಜ್ಯಾ ಪೊರಾನೊ, ದೆವಾಚ್ಯಾ ರಾಜಾತ್ ಜಾತಲೆ ಮಟ್ಲ್ಯಾರ್ ಕವ್ಡೊ ಕಸ್ಟ್!