Mark 10:25 — Compare Translations

7 translations compared side by side

Odia - 1840
"ଜଣେ ଧନୀ ଲୋକର ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ ଗୋଟିଏ ଛୁଞ୍ଚି କଣା ରେ ଗଳି ଯାଇ ପାରିବା ସହଜ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ଯିବା ସହଜ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନୀ ଲୋକର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅପେକ୍ଷା ଓଟର ସୂଚୀରନ୍ଧ୍ର ବାଟେ ପ୍ରବେଶ କରିବା ଅଧିକ ସହଜ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಒಂಟೆ ಸುಯಿಚ್ಯಾ ಡೊಳ್ಯಾತ್ನಾ ಅರಾಮ್ ಪಾರ್ ಹೊಯ್ಲ್, ಖರೆ ಎಕ್ ಸಾವ್ಕಾರ್ ಮಾನ್ಸಾಕ್ ದೆವಾಚ್ಯಾ ರಾಜಾತ್ ಗುಸುಚೆ ಮಟ್ಲ್ಯಾರ್ ತವ್ಡೆ ಸಸಾರ್ ನಾ” ಮಟ್ಲ್ಯಾನ್.