Mark 10:27 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଚାହିଁ କହିଲେ, ଏହା ମନୁଷ୍ଯମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ବରଙ୍କ ପାଇଁ ନୁହେଁ। ପରମେଶ୍ବର ସବୁ କିଛି କରି ପାରିବୋ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ସିଧା ସଳଖ ଚାହିଁ କହିଲେ, “ମନୁଷ୍ୟ ପକ୍ଷରେ ଏହା ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ପକ୍ଷରେ ନୁହେଁ; ଈଶ୍ୱର ସବୁ କରିପାରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ମନୁଷ୍ୟମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ନୁହେଁ। ପରମେଶ୍ୱର ସବୁକିଛି କରି ପାରିବୋ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ୱରଙ୍କ ନିମନ୍ତେ ସମସ୍ତ ସାଧ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಬಗುನ್ “ಮಾನ್ಸಾಕ್ ಹೆ ಸಾದ್ಯ್ ನಾ ಹೊಯ್, ಖರೆ ದೆವಾಕ್ ಅಸಾದ್ಯ ಮನ್ತಲೆ ಕಾಯ್ ಬಿ ನಾ” ದೆವಾಕ್ ಸಗ್ಳೆಬಿ ಸಾದ್ಯ್,