Mark 10:28 — Compare Translations

7 translations compared side by side

Odia - 1840
"ପିତର ଯୀଶୁଙ୍କୁ କହିଲେ, ଆପଣଙ୍କୁ ଅନୁସରଣ କରିବା ପାଇଁ ଆମ୍ଭମାନେେ ସବୁ କିଛି ତ୍ଯାଗ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ଶୁଣି ପିତର କହିଲେ, “ଦେଖନ୍ତୁ, ଆମେ ସବୁ ଛାଡ଼ି ଆପଣଙ୍କ ପଛେ ପଛେ ଆସିଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର ଯୀଶୁଙ୍କୁ କହିଲେ, “ଆପଣଙ୍କୁ ଅନୁସରଣ କରିବା ପାଇଁ ଆମ୍ଭେମାନେ ସବୁକିଛି ତ୍ୟାଗ କରିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ “ಅಮಿ ಜಾಲ್ಯಾರ್ ಅಮ್ಚೆ ಸಗ್ಳೆ ಸೊಡುನ್ ತುಜ್ಯಾ ಫಾಟ್ನಾ ಹಾಂವ್” ಮಟ್ಲ್ಯಾನ್.