Mark 10:3 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ମାଶାେ ତୁମ୍ଭମାନଙ୍କୁ କ'ଣ ଆଜ୍ଞା ଦଇେଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଏ ସମ୍ପର୍କରେ ମୋଶାଙ୍କ ନିୟମ କ’ଣ କୁହେ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୋଶା ତୁମ୍ଭମାନଙ୍କୁ କ’ଣ ଆଜ୍ଞା ଦେଇଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಮೊಯ್ಜೆನ್ ತುಮ್ಕಾ ಹೆಚ್ಯಾ ವಿಶಯಾತ್ ಕಾಯ್ ಮನುನ್ ಖಾಯ್ದೊ ದಿಲ್ಯಾನಾಯ್?” ಮನುನ್ ಇಚಾರ್ಲ್ಯಾನ್.