Mark 10:31 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ଶଷେ ସ୍ଥାନକୁ ଚାଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶଷେ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ପ୍ରଥମ ସ୍ଥାନକୁ ଚାଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବର୍ତ୍ତମାନ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ଏବେ ପଛରେ ଅଛନ୍ତି; ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଯିବେ।”
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନକୁ ଗ୍ଭଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶେଷ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ପ୍ରଥମ ସ୍ଥାନକୁ ଗ୍ଭଲିଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಜೆ ಕೊನ್ ಲೈ ಖಾಯ್ಲ್ಯಾ ಜಾಗ್ಯಾರ್ ಹಾತ್ ತೆನಿ ಎಗ್ದಮ್ ವೈರ್ ಹೊತ್ಯಾತ್, ಅನಿ ಅತ್ತಾ ಕೊನ್ ವೈಲ್ಯಾ ಜಾಗ್ಯಾರ್ ಹಾತ್ ತೆನಿ ಖಾಲ್ತಿ ಹೊತ್ಯಾತ್.” ಮನುನ್ ಸಾಂಗಟ್ಲ್ಯಾನ್.