Mark 10:32 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ସହିତ ଲୋକମାନେ ୟିରୁଶାଲମକୁ ଯାଉଥିଲେ। ଯୀଶୁ ସମାନଙ୍କେ ଆଗେ ଆଗେ ଯାଉଥିଲେ। ତାହାଙ୍କ ଶିଷ୍ଯମାନେ ଆଶ୍ଚର୍ୟ୍ଯାନ୍ବିତ ହାଇେ ଯାଉଥିଲେ। କିନ୍ତୁ ତାହାଙ୍କୁ ଅନୁସରଣ କରି ଆସୁଥିବା ଲୋକେ ସବୁ ଡରି ଯାଇଥିଲେ। ଯୀଶୁ ତାହାଙ୍କର ବାରଜଣ ପ୍ ରରେିତଙ୍କୁ ଅଲଗା ଡାକି ୟିରୁଶାଲମ ରେ ଯାହା ସବୁ ଘଟିବ, ସେ ବିଷୟ ରେ କହିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ସେମାନେ ବିସ୍ମୟାନ୍ଵିତ ଓ ପଶ୍ଚାତ୍ଗାମୀ ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ଦ୍ଵାଦଶଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଯିରୂଶାଲମ ରାସ୍ତାରେ ଯାତ୍ରା କଲେ - ଯୀଶୁ ଶିଷ୍ୟମାନଙ୍କ ଆଗେ ଆଗେ ଯାଉଥିଲେ, ଶିଷ୍ୟମାନେ ଆତଙ୍କିତ ହୋଇ ପଡ଼ିଥିଲେ ଏବଂ ପଛରେ ଚାଲୁଥିବା ଅନ୍ୟ ଲୋକମାନେ ମଧ୍ୟ ଭୀତ ହୋଇଥିଲେ। ଯୀଶୁ ପୁନର୍ବାର ତାଙ୍କ ବାର ଜଣ ଶିଷ୍ୟଙ୍କୁ ଏକାନ୍ତରେ ଡ଼ାକି ଭବିଷ୍ୟତରେ ତାଙ୍କ ପ୍ରତି ଯାହା ସବୁ ଘଟିବ, ସେ ବିଷୟରେ ସୂଚନା ଦେଲେ। ସେ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାଙ୍କ ମୃତ୍ୟୁ ବିଷୟରେ ପୁଣି ଥରେ କହନ୍ତି ଯୀଶୁ ଓ ତାହାଙ୍କ ସହିତ ଲୋକମାନେ ଯିରୁଶାଲମକୁ ଯାଉଥିଲେ। ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ଯାଉଥିଲେ। କିନ୍ତୁ ତାହାଙ୍କୁ ଅନୁସରଣ କରି ଆସୁଥିବା ଲୋକେ ସବୁ ଡରି ଯାଇଥିଲେ। ଯୀଶୁ ତାହାଙ୍କର ବାରଜଣ ପ୍ରେରିତଙ୍କୁ ଅଲଗା ଡାକି ଯିରୁଶାଲମରେ ଯାହାସବୁ ଘଟିବ, ସେ ବିଷୟରେ କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚ್ಯಾ ವಾಂಗ್ಡಾ ಹೊತ್ತಿ ಲೊಕಾ ಜೆರುಜಲೆಮಾಚ್ಯಾ ವಾಟೆನ್ ಜಾವ್ನಗೆತ್ ರಾತಾನಾ, ಜೆಜು ಶಿಸಾಂಚ್ಯಾ ಫಿಡೆ-ಫಿಡೆ ಜಾವ್ನಗೆತ್ ಹೊತ್ತೊ, ಶಿಸಾ ಭಿಂಯಾವಲ್ಲ್ಯಾ ಸರ್ಕಿ ಹೊಲ್ಲಿ, ಅನಿ ತೆಂಚ್ಯಾ ವಾಂಗ್ಡಾ ಹೊತ್ತಿ ಲೊಕಾ ಭಿಂಯಾವಲ್ಲಿ. ಅನಿ ಎಗ್ದಾ ಜೆಜು ಬಾರಾ ಜಾನಾ ಶಿಸಾಕ್ನಿ ಕಡೆಕ್ ಬಲ್ವುನ್ ಘೆವ್ನ್