Mark 10:33 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଶୁଣ, ଆମ୍ଭମାନେେ ୟିରୁଶାଲମକୁ ଯାଉଛୁ। ମନୁଷ୍ଯପୁତ୍ରଙ୍କୁ ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତ ରେ ଦଇେ ଦିଆୟିବ ଏବଂ ସମାନେେ ତାହାଙ୍କୁ ମୃତ୍ଯୁ ଦଣ୍ଡଦବୋ ପାଇଁ ଅଣଯୀହୂଦୀମାନଙ୍କୁ ସମର୍ପି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଶୁଣ, ଆମେ ଯିରୂଶାଲମକୁ ଯାଉଛୁ। ସେଠାରେ ମନୁଷ୍ୟପୁତ୍ର ମୁଖ୍ୟ ଧର୍ମପୁରୋହିତ ଓ ଧର୍ମଗୁରୁମାନଙ୍କ ହାତରେ ସମର୍ପିତ ହେବେ। ସେମାନେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇ ଅଣଇହୁଦୀମାନଙ୍କ ହାତରେ ଛାଡ଼ି ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ ଏବଂ ସେମାନେ ତାହାଙ୍କୁ ମୃତ୍ୟୁ ଦଣ୍ଡ ଦେବା ପାଇଁ ଅଣଯିହୂଦୀମାନଙ୍କୁ ସମର୍ପି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಯ್ಕಾ, ಅಮಿ ಅತ್ತಾ ಜೆರುಜಲೆಮಾಕ್ ಜಾವ್ಕ್ ಲಾಗ್ಲಾಂವ್, ಥೈ ಮಾನ್ಸಾಚ್ಯಾ ಲೆಕಾಕ್ ಮಹಾಯಾಜಕಾಂಚ್ಯಾ ಅನಿ ಶಾಸ್ತರಾ ಸಾಂಗ್ತಲ್ಯಾಂಚ್ಯಾ ಹಾತಿತ್ ಧರುನ್ ದಿತ್ಯಾತ್. ಮಾನಾ ತೆಚೆ ವರ್‍ತಿ ಅಪ್ವಾದ್ ಘಾಲುನ್ ತೆಕಾ ಮರ್‍ನಾಚಿ ಶಿಕ್ಷಾ ದಿವ್ನ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ಹಾತಾತ್ ದಿತ್ಯಾತ್,