Mark 10:35 — Compare Translations
7 translations compared side by side
Odia - 1840
"ଜବଦେିଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଚାହୁଁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଆମ ପାଇଁ କିଛି କରନ୍ତୁ, ଏହା ଆମେ ଚାହୁଁଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಬೆದೆವಾಚಿ ಪೊರಾ ಜಾಕೊಬ್ ಅನಿ ಜುವಾಂವ್ ಜೆಜುಕ್ಡೆ ಯೆವ್ನ್ “ಗುರುಜಿ, ಅಮ್ಚಿ ಎಕ್ ವಿನಂತಿ ಹಾಯ್ ತಿ ತಿಯಾ ಕರುನ್ ದಿವ್ಚೆ,” ಮಟ್ಲ್ಯಾನಿ.