Mark 10:37 — Compare Translations
7 translations compared side by side
Odia - 1840
"ସମାନେେ କହିଲେ, ଆପଣଙ୍କ ରାଜ୍ଯ ରେ ଆପଣ ମହିମା ପ୍ରାପ୍ତ ହବୋ ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣକ ବାମ ପାର୍ଶ୍ଵରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ଗୌରବମୟ ରାଜସିଂହାସନରେ ଆପଣ ଯେତେବେଳେ ବସିବେ, ଆମ ଭିତରୁ ଜଣକୁ ଆପଣଙ୍କ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ ବସିବାକୁ ଦେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ತಿಯಾ ವೈಭವಾನ್ ತುಜ್ಯಾ ರಾಜ್ಜ್ಯಾತ್ ಸಿವಾಸನಾರ್ ಬಸ್ತಾನಾ, ಅಮ್ಕಾ ದೊಗ್ಯಾಕ್ನಿ ಎಕ್ಲ್ಯಾಕ್ ತುಜ್ಯಾ ಉಜ್ವ್ಯಾ ಬಾಜುಕ್ ಅನಿ ಅನ್ಯೆಕ್ಲ್ಯಾಕ್ ಡಾವ್ಯಾ ಬಾಜುಕ್ ಬಸುಕ್ ಅವ್ಕಾಸ್ ಕರುನ್ ದಿ ” ಮನುನ್ ಇಚಾರ್ಲ್ಯಾನಿ.