Mark 10:38 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ତୁମ୍ଭେ କ'ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ଯ କ'ଣ ସହେି ଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁ ଭଳି ବାପ୍ତିଜିତ ହବେି, ତୁମ୍ଭେ କ'ଣ ସହେିଭଳି ବାପ୍ତିଜିତ ହାଇେ ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ତୁମେ କଅଣ ମାଗୁଛ, ବୁଝିପାରୁ ନାହଁ। ମୁଁ ଯେଉଁ ଦୁଃଖ ଭୋଗର ପାନପାତ୍ରରୁ ପିଇବାକୁ ଯାଉଛି, ସେଥିରୁ ତୁମେ ପାନ କରିପାରିବ? ମୁଁ ଯେପରି ଦୀକ୍ଷିତ ହେବାକୁ ଯାଉଛି, ସେହି ଦୀକ୍ଷା ତୁମ୍ଭେମାନେ କ’ଣ ଗ୍ରହଣ କରିପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತುಮಿ ಕಾಯ್ ಇಚರುಲ್ಯಾಸಿ ಮನುನ್ ತುಮ್ಕಾ ಗೊತ್ತ್ ನಾ, ಮಿಯಾ ಫಿತಲೆ ಹಾಯ್ ತ್ಯಾ ಸಂಕಟಾಚ್ಯಾ ಆಯ್ದಾನಾತ್ಲೆ ತುಮ್ಚ್ಯಾನ್ ಫಿವ್ಕ್ ಹೊತಾ ಕಾಯ್? ಮಿಯಾ ಘೆತಲೆ ಹಾಯ್ ತೆ ಬಾಲ್ತಿಮ್ ತುಮ್ಚ್ಯಾನ್ ಘೆವ್ಕ್ ಹೊತಾ ಕಾಯ್?" ಮನುನ್ ಇಚಾರ್ಲ್ಯಾನ್.