Mark 10:39 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କୁ କହିଲେ, ହଁ ଆମ୍ଭେ ପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ କହିଲେ, ପାରୁ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତା’ କରିପାରିବେ ବୋଲି କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।” ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା ଦ୍ୱାରା ବାପ୍ତିଜିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ କହିଲେ, "ଆମ୍ଭେମାନେ ପାରୁ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ “ಹೊಯ್ ಹೆ ಅಮಿ ಕರುಕ್ ಹೊತಾ” ಮನುನ್ ಜಬಾಬ್ ದಿಲ್ಯಾನಿ. ತನ್ನಾ ಜೆಜುನ್ ತೆಂಕಾ “ಮಿಯಾ ಫಿತಲ್ಯಾ ಆಯ್ದಾನಾತ್ಲೆ ತುಮಿ ಫಿತ್ಯಾಶಿ ಅನಿ ಮಿಯಾ ಘೆತಲೆ ಬಾಲ್ತಿಮ್ ತುಮಿ ಘೆತ್ಯಾಶಿ ತೆ ಖರೆ ಹಾಯ್.